ଆଜି ଭାରତୀୟ ବଜାରରେ ସୁନା ଦରରେ କିଛିଟା ପରିବର୍ତ୍ତନ ଦେଖିବାକୁ ମିଳୁଛି

ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ହୋଇଛି।

ଜାତୀୟ ରାଜଧାନୀ ଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୫,୧୫୦ ଟଙ୍କା ଓ ୬୦,୧୫୦ଟଙ୍କା ରହିଛି।

ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି।

ଚେନ୍ନାଇରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୫,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୬୦,୩୮୦ ଟଙ୍କା ଥିବା ରେକର୍ଡ ହୋଇଛି।

କୋଲକାତାରେ ଯଥାକ୍ରମେ ୫୫,୦୦୦ ଟଙ୍କା ଓ ୬୦,୦୦୦ ଟଙ୍କା ରହିଛି। ସେହିପରି ରୂପା ମୂଲ ୧ କିଲୋଗ୍ରାମ ପ୍ରତି ୮୦,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନାର ୧୦ ଗ୍ରାମ ମୂଲ୍ୟ ୫୫,୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନାର ମୂଲ୍ୟ ମଧ୍ୟ ୧୦ ଗ୍ରାମ ମୂଲ୍ୟ ୬୦,୦୦୦ ଟଙ୍କା ରହିଛି।

ଭୁବନେଶ୍ବରରେ କମିଲା ସୁନା ଦର

୧୦ ଗ୍ରାମ ପାଇଁ ମାତ୍ର ଭରିବେ ଏତିକି ଟଙ୍କା

ଆଗାମୀ ସମୟରେ ବଢ଼ିପାରେ ସୁନା ଦର

ରେନର ଶେଷ ଡବାରେ କାହିଁକି ରହିଥାଏ  ‘X’ ମାର୍କ